ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବଲାଙ୍ଗୀର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି । ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଭରିଛନ୍ତି ନବୀନ। ଶୋଭାଯାତ୍ରାରେ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ
ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..