ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ ଉପସ୍ଥିତ ରହିବେ। ଆଜି ୭ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..