ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। କାଳବୈଶାଖୀ ପବନ ଯୋଗୁଁ ଖଡିଆଳରୁ ସଭାସାରି ଫେରିଲା ବେଳେ ଓହ୍ଲାଇ ପାରିଲାନି। ଭୁବନେଶ୍ୱରରେ ଓହ୍ଲାଇ ନପାରି ଝାରସୁଗୁଡା ଗଲା ହେଲିକପ୍ଟର। ଝାରସୁଗୁଡାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ସୁରକ୍ଷିତ ଭାବେ ଓହ୍ଲାଇଲା। ପାଗ ବଦଳିବା ପରେ ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ବାହାରିବ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ପ୍ରବଳ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ସୁରକ୍ଷିତ ଅଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……