ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟକୁ ଯାଇ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।ଦିଲ୍ଲୀରେ ଆପ୍ ସହ କଂଗ୍ରେସର ମେଣ୍ଟକୁ ନେଇ ଅରବିନ୍ଦର ସିଂହ ଲଭଲୀ ଅସନ୍ତୁଷ୍ଟ ଥିଲେ। ଏହାପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ।ତେବେ ଆଜି ସେ ବିଜେପିରେ ସାମିଲ ହୋଇଛନ୍ତି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..