ରିପୋର୍ଟ କାର୍ଡ / ସମ୍ବଲପୁର
ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ନିଜର ଇସ୍ତଫା ପତ୍ର ଦଳି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଦୀର୍ଘ ଦିନ ଧରି ସେ ବିଜେଡିରେ ଅଣଦେଖା କରାଯାଉଥିବାରୁ ଏବଂ ଚଳିତ ଥର ତାଙ୍କୁ ବିଜେଡି ଟିକେଟ ନ ଦେବାରୁ ସେ ଇସ୍ତଫା ଦେଇଥିବା ଜଣାଯାଇଛି। ସେ ସମ୍ବଲପୁର ବିଧାନସଭା ବିଜେଡି ଟିକେଟ୍ ଆଶାୟୀ ଥିଲେ। କିନ୍ତୁ ଦଳ ତାଙ୍କ ପରିବର୍ତ୍ତେ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଥିଲେ ବି ଖୋଲାଖୋଲି କିଛି କହି ନଥିଲେ।






More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..