Report Card Odisha

| Daily Odia News

ବିଜେପିରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି…..

ରିପୋର୍ଟ କାର୍ଡ/ ନୂଆଦିଲ୍ଲୀ 

ଟେଲି ଅଭିନେତ୍ରୀ ରୂପାଲି ଗାଙ୍ଗୁଲି ରାଜନୀତିରେ ପ୍ରବେଶ କରିଛନ୍ତି। ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ଜଣାପଡ଼ିଛି। ରୂପାଲି ବର୍ତ୍ତମାନ ଅନୁପମା ସିରିଏଲର ଏକ ମୁଖ୍ୟ ଚରିତ୍ରରେ ଅଭିନୟ କରୁଥିବା ବେଳେ ତାଙ୍କ ଲୋକପ୍ରିୟତା ଆକାଶଛୁଆଁ ରହିଛି। ରୁପାଲିଙ୍କ ସହ ଫିଲ୍ମ ନିର୍ଦ୍ଦେଶକ ଅମୟ ଯୋଶୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଅମୟ ଅନେକ ମରାଠୀ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି।

 

 

 

 

 

Breaking News