ରିପୋର୍ଟ କାର୍ଡ / ଅନୁଗୋଳ
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ଜିଆରଏସ୍ ଯଦୁମଣି ମାଝୀ | ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରର ଫାଇନାଲ ବିଲ୍ ସହ ବୋନସ ଅର୍ଥ ଦେବା ପାଇଁ ସେ ପୋଡ଼ାପୋଡ଼ା ଗାଁର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲ୍ଲାନ୍ସ ଅଧିକାରୀଙ୍କ ହାତରେ ଧରାପଡ଼ିଥିଲେ। ଭିଜିଲାନ୍ସ ପକ୍ଷରୁ ଏହି ମାମଲାର ତଦନ୍ତ ଜାରି ରହିଛି।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..