ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଅଂଶୁଘାତ ନେଇଛି ଆଉ ଜଣଙ୍କ ଜୀବନ। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲ୍ଲାର। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..