ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୫ ଅର୍ଥାତ ଆସନ୍ତାକାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ପରେ ମେ’ ୧୦ରେ ଓଡିଶା ଗସ୍ତରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ରୋଡ୍ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ୧୧ ତାରିଖରେ ବଲାଙ୍ଗୀର ସାଧାରଣ ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
More Stories
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..