ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାତି ସାଢେ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ଭୁବନେଶ୍ୱରରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ଶନିବାର ସୂଚନା ମିଳିଛି।






More Stories
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..