ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ କରିଛନ୍ତି। ଆଜି ମଧ୍ୟାହ୍ନ ୧୨ଟାରେ ପହଞ୍ଚିବାକୁ କାର୍ଯ୍ୟକ୍ରମ ଥିଲା। ସେ ରାୟଗଡ଼ା ଆସିବେ ନାହିଁ। ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପ୍ରଦେଶ ରାୟବରେଲୀରୁ ରାହୁଲ ନିର୍ବାଚନ ଲଢୁଥିବାରୁ ନାମାଙ୍କନ ଭରିବେ। ଏହି କାରଣରୁ ରାହୁଲ ରାୟଗଡ଼ା ଆସିବେ ନାହିଁ ବୋଲି ଜଣାପଡ଼ିଛି।






More Stories
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ପୁରୀ ଆସିଲେ ଶାନ୍ତି ମିଳେ……