ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ଗସ୍ତରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର। ଶନିବାର ଏସ୍ ଜୟଶଙ୍କର ଦୁଇ ଦିନିଆ ଗସ୍ତରେ ଆସି କଟକ, ଭୁବନେଶ୍ୱର ଓ ସମ୍ବଲପୁରରେ ବୃଦ୍ଧିଜୀବୀଙ୍କୁ ଭେଟିବେ। ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମେ ୫ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଜେପି ନଡ୍ଡା କଟକରେ କାର୍ଯ୍ୟକର୍ତ୍ତାଙ୍କ ଯୋଗ ଦେବା ସହ ଭୁବନେଶ୍ୱରରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସାକ୍ଷାତ କରି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..