ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ପାଇଁ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା କଂଗ୍ରେସ ପକ୍ଷରୁ ଜାରି କରାଯାଇଛି। ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ ଗାନ୍ଧୀ , ରାହୁଲ ଗାନ୍ଧୀ , ପ୍ରିୟଙ୍କା ଗାନ୍ଧୀ , ମଲ୍ଲିକାର୍ଜୁନ ଖଡଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟ ରହିଛନ୍ତି। ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ ମଧ୍ୟ ତାଲିକାରେ ସାମିଲ ରହିଛନ୍ତି। ରାଜ୍ୟ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ନରସିଂହ ମିଶ୍ର, ଗିରିଧର ଗମାଙ୍ଗ, ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା, ନିରଂଜନ ପଟ୍ଟନାୟକ, କିଶୋର ପଟେଲଙ୍କୁ ଦଳ ସାମିଲ କରିଛି।






More Stories
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..