ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି-ଛତିଶଗଡ ସୀମାନ୍ତ ଚାଲାନଗୁଡା ନିକଟରେ ଗାଡି ଯାଞ୍ଚ ବେଳେ ୩୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ସୂଚନା ଅନୁସାରେ ଛତିଶଗଡରୁ ମାଲକାନଗିରିକୁ ଆସୁଥିଲା ଏହି ଟଙ୍କା। କାରରେ ବସିଥିବା ଜଣେ ବ୍ୟକ୍ତି ଓ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଲକାନଗିରି ପୋଲିସ। ଏତେ ପରିମାଣର ଟଙ୍କା କେଉଁଠାରୁ ଆସିଲା ଏବଂ କିଏ ଦେଇଥିଲା ସେ ନେଇ ଖୋଳତାଡ କରୁଛି ପୋଲିସ ।






More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଭଡ଼ାଘର ଦେବେ ସରକାର…..
୧୯ରୁ ମାଟ୍ରିକ ପରୀକ୍ଷା……