ରିପୋର୍ଟ କାର୍ଡ / ସୁବର୍ଣ୍ଣପୁର
ସୁବର୍ଣ୍ଣପୁର ଜିଲ୍ଲା ଜାତୀୟ ରାଜପଥ-୫୭ର ହରିଡ଼ଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଡ୍ରାଇଭର ଦମ୍ବରୁଧର ସ୍ୱାଇଁ ଓ ହେଲପର ଶିବ୍ରମ ଗୌଡ଼। ଆଜି ଯାତ୍ରୀବାହୀ ବସ୍ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା । ହରିଡ଼ଖୋଲ ନିକଟରେ ବସ୍ଟି ଟ୍ରକକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ବସ୍ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ଏତେ ବଡ଼ ଦୁର୍ଘଟଣାରେ ୪୦ଜଣ ଯାତ୍ରୀ ବର୍ତ୍ତି ଯାଇଛନ୍ତି। ସୋନପୁର ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..