ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି। ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୮୧୪ ଥିବା ବେଳେ ଲୋକାଲ କେସ ରହିଛି ୨ ହଜାର ୩୭। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।






More Stories
ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି,ପୁରୁଣା ପରମ୍ପରା ଭାଙ୍ଗିଦେଉଛନ୍ତି……
ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ସହଜ କଲେ ରାଜ୍ୟ ସରକାର…..
ଆଜି କାଉଣ୍ଟରରେ ଟିକଟ ବିକ୍ରି……