Report Card Odisha

| Daily Odia News

ନବୀନ ସରକାରକୁ ଓପାଡି ଫିଙ୍ଗନ୍ତୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ରାମେଶ୍ବର ଷ୍ଟାଡିୟମ୍‌ରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିବା ଅବସରରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ଶାହ | କହିଛନ୍ତି, ଓଡ଼ିଶାରେ ଖଣିଜ ସଂପଦ ପ୍ରଚରୁ ରହିଛି। ସବୁଠାରୁ ଅଧିକ ପାଣି ରହିଛି। ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ। ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି। ଭାରତୀୟ ଜନତା ପାର୍ଟିର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ। ଲୋକଙ୍କୁ ଏଠାରେ ରୋଜଗାର ମିଳିବ।

 

 

Breaking News