Report Card Odisha

| Daily Odia News

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଘସିପୁରା ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ସୌମ୍ୟ ପଟ୍ଟନାୟକ । ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ସ୍ବାଧୀନ ଭାବେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ଏନେଇ ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପୂର୍ବରୁ ସେ ବିଜେପିରୁ ଘସିପୁରାରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ ବିଜେପି ଶମ୍ଭୁନାଥ ରାଉତଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ଟିକେଟ ଦେବା ପରେ ସୌମ୍ୟ ସ୍ବାଧୀନ ଭାବେ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି ।

Breaking News