Report Card Odisha

| Daily Odia News

୧୦ରେ ରୋଡ୍ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ମେ’ ୫ ଅର୍ଥାତ ଆସନ୍ତାକାଲି ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ | ପରେ ମେ’ ୧୦ରେ ଓଡିଶା ଗସ୍ତରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ରୋଡ୍ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ୧୧ ତାରିଖରେ ବଲାଙ୍ଗୀର ସାଧାରଣ ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

 

 

Breaking News