ରିପୋର୍ଟ କାର୍ଡ / ଭୁବନେଶ୍ୱର
ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ଶ୍ରୀ ହରିଚନ୍ଦନ ପୂର୍ବ ନିର୍ଦ୍ଧାରିତ କେତେକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାସହ ଭୁବନେଶ୍ଵରସ୍ଥ ରବିନ୍ଦ୍ର ମଣ୍ଡପରେ ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତର ଅବସରରେ ନମାମି ମନ୍ଦାକିନୀର ନବବର୍ଷ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଶ୍ରୀ ହରିଚନ୍ଦନ ୧୬ ତାରିଖ ମଧ୍ୟାହ୍ନରେ ରାୟପୁର ରାଜଭବନ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।






More Stories
ଜଳିଗଲା ବସ୍….
ବଦଳିଲେ ଏସ୍ସିବି ଡିନ୍ ଓ ଅଧୀକ୍ଷକ…..
ଯିଏ ଶୃଙ୍ଖଳା ଭାଙ୍ଗିବ କାର୍ଯ୍ୟାନୁଷ୍ଠାନ……