Report Card Odisha

| Daily Odia News

୫ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାତି ସାଢେ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ଭୁବନେଶ୍ୱରରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ଶନିବାର ସୂଚନା ମିଳିଛି।

 

Breaking News