ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଉ ୬ଟି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି। ତେବେ ବିଜେପି ଏପର୍ଯ୍ୟନ୍ତ ୧୪୬ଟି ଆସନରେ ପ୍ରାର୍ଥୀ ଘୋଷଣା ସରିଛି।
ଘସିପୁରାରୁ -ଶମ୍ଭୁନାଥ ରାଉତ
ଭୋଗରାଇ- ଆଶିଷ ପାତ୍ର
ଭଣ୍ଡାରୀପୋଖରୀ- ସୁଧାଂଶୁ ନାୟକ
ବରୀ-ଉମେଶ ଜେନା
ବାରବାଟୀ କଟକ-ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ବେଗୁନିଆ-ପ୍ରକାଶ ରଣବିଜୁଳି .
ତେବେ ବିଜେପିର ନୀଳଗିରି ଆସନରେ କିଏ ପ୍ରାର୍ଥୀ ହେବେ, ତାହା ଜଣାପଡ଼ି ନାହିଁ।






More Stories
ହାତୀକୁ ଫାର୍ମହାଉସରେ ପୋତିଥିଲେ:୩ ଗିରଫ……
ହାଜତ ମୃତ୍ୟୁର ରିପୋର୍ଟ ମାଗିଲେ NHRC…..
ବଢିଲା ବସ୍ ଭଡ଼ା…..