Report Card Odisha

| Daily Odia News

୭ ମାଓବାଦୀ ନିପାତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଛତିଶଗଡର ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ସହ ଚାଲିଥିବା ଏନକାଉଣ୍ଟରରେ ଦୁଇଜଣ ମହିଳା ସଦସ୍ୟଙ୍କ ସମେତ ଅତି କମରେ୭ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଏନକାଉଣ୍ଟର ସ୍ଥାନରୁ ଗୋଟିଏ ଏକେ-୪୭ ସମେତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

Breaking News