ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ସମ୍ବଲପୁର ର ବୋଲି ଜଣାପଡିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟାଇନ୍ରୁ ରହିଛନ୍ତି ।






More Stories
ଗ୍ୟାସ୍ କିଣିପାରିବେ ଶ୍ରମିକ, ବିଦ୍ୟାର୍ଥୀ…..
ଆସାମରେ ନିର୍ବାଚନ ପ୍ରଚାର କଲେ ମୋହନ…..
ଆଉ ଖୋଲାରେ ମିଳିବନି ଗ୍ୟାସ୍……