ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ସମ୍ବଲପୁର ର ବୋଲି ଜଣାପଡିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ କ୍ୱାରେଣ୍ଟାଇନ୍ରୁ ରହିଛନ୍ତି ।
More Stories
ସ୍କୁଲ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ର ମୃତ୍ୟୁ….
ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ନେଇ ଆବେଦନ…..
ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା;ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ…..