ଆମ ସହର ରାଜ୍ୟ ସ୍କୁଲରେ ବଜ୍ରପାତ, ୧୦ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର….. Report Card Bureau August 19, 2022 ରିପୋର୍ଟ କାର୍ଡ / ଦେବଗଡ଼ସ୍କୁଲରେ ପାଠପଢୁଥିବା ପିଲାଙ୍କ ଉପରେ ବଜ୍ରପାତ ପଡି ୧୦ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ତିଲେଇବଣି ବ୍ଲକ ପୁଟୁରାପଣି ୟୁପି ସ୍କୁଲରେ । ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ଘର ଛାତ କଣାହୋଇ ବଜ୍ରପାତ ହୋଇଛି | Post navigationPrevious ଯୁବକଙ୍କୁ ହତ୍ୟା କଲେ ନକ୍ସଲ…..Next ସମୀର ୱାଂଖେଡ଼େଙ୍କୁ ହତ୍ୟା ଧମକ…..Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ….. November 20, 2026 Report Card Bureau ରାଜ୍ୟ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା….. November 19, 2026 Report Card Bureau 1 min read ରାଜ୍ୟ ‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ…… November 19, 2026 Report Card Bureau
More Stories
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ…..
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା…..
‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ……