ରିପୋର୍ଟ କାର୍ଡ / ସୁନ୍ଦରଗଡ଼
ସୁନ୍ଦରଗଡ଼ ଜିଲ୍ଲାରେ ଆତଙ୍କ ଖେଳାଇଛି ସ୍କ୍ରବ ଟାଇଫସ ଭାଇରସ । ଅ।ଜି ପୁଣି ୧୦ ଅ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୧୯୩ରେ ପହଞ୍ଚିଛି। ତେବେ ସମସ୍ତ ଅ।କ୍ରାନ୍ତ ବର୍ତ୍ତମାନ ସୁସ୍ଥ ଥିବା ବେଳେ ଜଣେ ଅ।କ୍ରାନ୍ତ ଗୁରୁତର ଅବସ୍ଥାରେ ଅ।ଇସିୟୁରେ ଭର୍ତ୍ତି ହୋଇଛନ୍ତି । ଗତକାଲି ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲାର ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଂଚଳରେ ମାତ୍ରାଧିକ ଅ।କ୍ରାନ୍ତ ଚିହ୍ନଟ ହୋଥିବା ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେବା ସହ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଡିଓ, ତହସିଲଦାର ଓ ଡାକ୍ତରମାନଙ୍କ ସହ ଭର୍ଚୁଅ।ଲ ମୋଡରେ ବୈଠକ କରାଯାଇଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..