ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅନ୍ୟ ଏକ ପ୍ରସଙ୍ଗରେ ଉତ୍ତର ରଖି କହିଛନ୍ତି, ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ। ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ ଖୋଲିବାର ବ୍ୟବସ୍ଥା ରହିଛି। ତେଣେ ନନ୍ ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୨୦ ଜଣ ପିଲା ଥିଲେ, ସ୍କୁଲ ଖୋଲାଯିବ। ପୂର୍ବ ବିଜେଡି ସରକାର ତରବରିଆ ଭାବେ ୫୬୩୨ଟି ସ୍କୁଲକୁ ମିଶ୍ରଣ କରାଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅନ୍ୟ ଏକ ପ୍ରସଙ୍ଗରେ ଉତ୍ତର ରଖି କହିଛନ୍ତି, ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ। ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ ଖୋଲିବାର ବ୍ୟବସ୍ଥା ରହିଛି। ତେଣେ ନନ୍ ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୨୦ ଜଣ ପିଲା ଥିଲେ, ସ୍କୁଲ ଖୋଲାଯିବ। ପୂର୍ବ ବିଜେଡି ସରକାର ତରବରିଆ ଭାବେ ୫୬୩୨ଟି ସ୍କୁଲକୁ ମିଶ୍ରଣ କରାଯାଇଥିଲା।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..