Report Card Odisha

| Daily Odia News

ଦେଶରେ ୨୪ ଘଣ୍ଟାରେ ୧୦୧ ମୃତ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ୧୦୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ହଜାର ୯୯୩ ଜଣ ଆକ୍ରାନ୍ତ ହୋଇଛନ୍ତି ।ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୨୧୨କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯ ଲକ୍ଷ ୭୭ ହଜାର ୩୮୭କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୪୩ ହଜାର ୧୨୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୭୮ ହଜାର ୪୮ରେ ପହଞ୍ଚିଛି ।

Breaking News