Report Card Odisha

| Daily Odia News

ଆଜି ରାଜ୍ୟରେ ୧୦,୯୩୯ କରୋନା ସଂକ୍ରମିତ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୯୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୧୭୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୭୬୧। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୭,୧୪,୩୮୦ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତା ପଛକୁ ରହିଛି କଟକ । ଏଠାରେ ୯୨୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଅନୁଗୁଳରୁ ୮୧୯, ବାଲେଶ୍ୱରରୁ ୩୬୧, ଭଦ୍ରାକରୁ ୩୨୩, ବଲାଙ୍ଗୀରରୁ ୧୯୫, ବୌଦ୍ଧରୁ ୩୮୫, ଦେବଗଡରୁ ୧୦୦, ଢେଙ୍କାନାଳରୁ ୭୬୩, ଗଜପତିରୁ ୪୩, ଗଂଜାମରୁ ୨୫୪, ଜଗତସିହପୁରରୁ ୨୯୧, ଯାଜପୁରରୁ ୫୪୧, ଝାରସୁଗୁଡ଼ାରୁ ୧୯୧, କଳାହାଣ୍ଡିରୁ ୨୪୪, କନ୍ଧମାଳରୁ ୭୭, କେନ୍ଦ୍ରାପଡ଼ାରୁ ୩୨୩, କେନ୍ଦୁଝରରୁ ୧୭୬, କୋରାପୁଟରୁ ୨୪୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ୧୦୩, ମୟୁରଭଞ୍ଜରୁ ୬୦୪, ନବରଂଗପୁରରୁ ୩୬୨, ନୟାଗଡରୁ ୨୨୫, ନୂଆପଡ଼ାରୁ ୬୪, ପୁରୀରୁ ୪୫୬, ରାୟଗଡ଼ାରୁ ୧୫୬, ସମ୍ବଲପୁରରୁ ୩୧୯, ସୋନପୁରରୁ ୨୩୧, ସୁନ୍ଦରଗଡରୁ ୫୧୨ ଏବଂ ଷ୍ଟେଟ ପୁଲରୁ ୨୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତମାନ ସୁଦ୍ଧ। ୧,୧୪,୩୭,୩୩୭ ନମୁନା ପରୀକ୍ଷ। ୬,୦୧,୨୨୪ ଜଣ କରୋନାରୁ ସୁସ୍ଥ ହୋଇଥିବାବେଳେ ଆକ୍ଟିଭ କେଶ ଅଛି ୧,୧୦,୫୫୪।

Breaking News