ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୩୮ତମ ରାଜ୍ୟ କ୍ୟାବିନେଟ୍ ବୈଠକକୁ ପଞ୍ଚାୟତିରାଜ, ନିର୍ମାଣ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ସାଧାରଣ ପ୍ରଶାସନ ବିଭାଗ ସମେତ ଆଉ କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି।






More Stories
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..
ସାରା ରାଜ୍ୟ ଉପରେ ରହିବ ସରକାରଙ୍କ ନଜର….