ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ |କ୍ୟାବିନେଟ୍ ବୈଠକକୁ ପଞ୍ଚାୟତିରାଜ, ନିର୍ମାଣ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ସାଧାରଣ ପ୍ରଶାସନ ବିଭାଗ ସମେତ ଆଉ କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି।






More Stories
ଅଥର୍ବ ବେଦରେ ଲୋକଙ୍କ ହିତ ପାଇଁ ମନ୍ତ୍ର ଚିକିତ୍ସା ଆଲୋଚନା…..
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ…..
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..