ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ରେକର୍ଡ଼ ଭାଙ୍ଗି ଦୈନିକ ସଂକ୍ରମଣ ୧୦ ହଜାର ଟପିଥିବା ବେଳେ ଆଜି କରୋନାରେ ୧୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୪, ସୁନ୍ଦରଗଡ଼ରୁ ୨ ଏବଂ ବୌଦ୍ଧ, କଳାହାଣ୍ଡି, କୋରାପୁଟ, ପୁରୀ, ରାୟଗଡ଼ାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।






More Stories
ଆଜିଠୁ ପ୍ରବଳ ବର୍ଷୀବ….
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..