ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ବରେ ୧୧୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୯୩୯ ଜଣ । ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୨୫୬ରେ ପହଞ୍ଚିଛି । ରାଜଧାନୀ ଭୁବନେଶ୍ବରରୁ ସୁସ୍ଥ ହେଲେଣି ୩୯୦୧୬ ଜଣ ଆକ୍ରାନ୍ତ । ଏଥି ସହିତ ମୃତ୍ୟୁସଂଖ୍ୟା ୨୭୨ରେ ପହଞ୍ଚିଛି । ବର୍ତ୍ତମାନ ଆକ୍ଟିଭ୍ କେସ୍ ରହିଛି ୮୯୪୭ ।






More Stories
ତରଭୁଜ ନେଲା ଜୀବନ,୩ ଅସୁସ୍ଥ…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..
ତିରିଂ ଅଞ୍ଚଳରେ ଡବଲ ମର୍ଡର ……