ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜଧାନୀ ଭୁବନେଶ୍ବରେ ୧୧୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୯୩୯ ଜଣ । ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୨୫୬ରେ ପହଞ୍ଚିଛି । ରାଜଧାନୀ ଭୁବନେଶ୍ବରରୁ ସୁସ୍ଥ ହେଲେଣି ୩୯୦୧୬ ଜଣ ଆକ୍ରାନ୍ତ । ଏଥି ସହିତ ମୃତ୍ୟୁସଂଖ୍ୟା ୨୭୨ରେ ପହଞ୍ଚିଛି । ବର୍ତ୍ତମାନ ଆକ୍ଟିଭ୍ କେସ୍ ରହିଛି ୮୯୪୭ ।
More Stories
ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା….
କାଳବୈଶାଖୀ ଓ୍ବାର୍ନିଂ,୫୦ରୁ ୬୦ କି.ମି.ବେଗରେ ପବନ…..
ଭୁବନେଶ୍ୱରର ଦୁଇ ଷ୍ଟେସନ ନିକଟରୁ ୨ ମୃତଦେହ ଉଦ୍ଧାର…..