ରିପୋର୍ଟ କାର୍ଡ / କଣ୍ଟାବାଞ୍ଜି
କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଯାଞ୍ଚବେଳେ ରେଳ ୱାଗନରୁ ୧୨ଟି ବୋମା ଜବତ ହୋଇଥିବା ସୂଚନା ମିଳିଛି। ଜବତ ବୋମା ସଇଁତଳା ଗୋଳାବାରୁଦ କାରଖାନାର ହୋଇଥିବା ଜଣାପଡ଼ିଛି। ସଇଁତଳା ଗୋଳାବାରୁଦ କାରଖାନାକୁ ବୋମା ଫେରାଇ ଦିଆଯାଇଥିବା ଷ୍ଟେସନ ମାଷ୍ଟର ସୂଚନା ଦେଇଛନ୍ତି। ରେଳ ୱାଗନକୁ କିଭଳି ବୋମା ଆଣିଲା ଏବଂ କିଏ ବୋମା ଆଣିଥିଲା ତାହାର କାରଣ ଅସ୍ପଷ୍ଟ ରହିଛି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..