ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକଙ୍କୁ ନିଲମ୍ବିତ ହୋଇଛନ୍ତି | ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୭ଟି କାର୍ଯ୍ୟଦିବସ ପାଇଁ ନିଲମ୍ବିତ କରିଛନ୍ତି ବାଚସ୍ପତି । ସରକାରୀ ଦଳ ମୁଖ୍ୟ ସଚେତକ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ । କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ତାରା ବାହିନୀପତି ଏବଂ ରମେଶ ଜେନାଙ୍କ ବ୍ୟତୀତ ବାକି ସମସ୍ତ ୧୨ ଜଣଙ୍କୁ ନିଲମ୍ବିତ କରାଯାଇଛି । ରାମଚନ୍ଦ୍ର କାଡାମ, ସିଏସ୍ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ ଫିର୍ଦ୍ଦୋସ ନିଲମ୍ବିତ ହୋଇଛନ୍ତି ।
More Stories
ପୁଣି ଲଘୁଚାପ: ଅରେଞ୍ଜ ଓ୍ବାର୍ନିଂ ଜାରି….
ଆଜି ତିନିରଥ ହେବ ଦକ୍ଷିଣ ମୋଡ…..
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..