ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟର ୧୨ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ନେଇ ସତର୍କ କରାଯାଇଛି । ୩ ଘଣ୍ଟା ପାଇଁ ଏହି ୧୨ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି । ଏହି ଜିଲ୍ଲା ହେଲା-ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର,ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ୱର। କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।






More Stories
ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା:ଏକପାଖିଆ ନିଷ୍ପତ୍ତି…..
ବିଜେଡି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀ…..
ପାରାଦୀପ ଘଟଣାର ପର୍ଦାଫାଶ…..