ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ନୂଆ NAC ପାଇଁ ଶନିବାର ଡ୍ରାଫ୍ଟ ନୋଟିସ୍ ପ୍ରକାଶ ପାଇଛି। ୭ ଜିଲ୍ଲାରେ ୧୨ ଏନ୍ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ଅନୁଗୋଳର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ୱରର ସିମୁଳିଆ ଏବଂ ବସ୍ତା, ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ଚିତ୍ରଡ଼ା, ରାୟଗଡ଼ାର ବିଷମକଟକ, ସମ୍ବଲପୁରର ବାମରା ଏବଂ ରେଙ୍ଗାଲି, ଭଦ୍ରକ ଜିଲାର ତିହିଡ଼ି ଏବଂ ଧୂଷୁରୀକୁ ଏନ୍ଏସି କରିବା ଦର୍ଶାଯାଇଛି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..