ରିପୋର୍ଟ କାର୍ଡ / ପାରାଦୀପ
୫ ଦିନ ପରେ ଦୁଇଟି ମାଛଧରା ଟ୍ରଲର୍ ସହ ଯାଇଥିବା ୧୩ ମତ୍ସ୍ୟଜୀବୀଙ୍କର ପତ୍ତା ମିଳିଛି। ସେମାନେ ପାରାଦୀପଠାରୁ ମାତ୍ର ୨୦ କିଲୋମିଟର ଦୂରରେ ଥିବା ନେଇ ଖବର ମିଳିଛି। ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘର ସଭାପତି ଶ୍ରୀକାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଇଟି ମାଛଧରା ଟ୍ରଲର୍ ସହ ଯାଇଥିବା ୧୩ ମତ୍ସ୍ୟଜୀବୀଙ୍କର ଗତ ୫ ଦିନ ହେଲା କୌଣସି ପତ୍ତା ମିଳୁନଥିଲା । ବହୁ ଖୋଜାଖୋଜି କରି ବିଫଳ ହେବାପରେ ମତ୍ସ୍ୟ ବିଭାଗର ଅତିରିକ୍ତ ଅଧିକାରୀ ଭାରତୀୟ ତଟରକ୍ଷୀବାହିନୀ ଓ ସାମୁଦ୍ରିକ ଥାନା ପୁଲିସକୁ ଏକ ଚିଠି ଲେଥିଲେ।






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..