ରିପୋର୍ଟ କାର୍ଡ / ମୁମ୍ବାଇ
ମହାରାଷ୍ଟ୍ରର ବିଜୟ ବଲ୍ଲଭ ହସପିଟାଲ ଆଇସିୟୁ ୱାର୍ଡରେ ଘଟି ୧୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି। ଏଭଳି ଅଘଟଣ ଗୁରୁବାର ବିଳମ୍ବିତ ରାତି ପ୍ରାୟ ୩.୩୦ରେ ଘଟିଥିବା ନେଇ ସୂଚନା ମିଳିଛି । ପ୍ରାଥମିକ ସୂତ୍ରରୁ ବିଦ୍ୟୁତ ସର୍ଟ ସର୍କିଟରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ଘଟିବା ପରେ ହସପିଟାଲ ପରିସରରେ ଆତଙ୍କ ଖେଳିଯାଇଥିଲା । ସେଠାରୁ ଗୁରୁତର ୨୧ ଜଣ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ତଦନ୍ତାଦେଶ ଦେଇଛନ୍ତି।






More Stories
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……