ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ହଜାର ୭୩୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍ ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି ।
More Stories
ଟ୍ରମ୍ପ କଲେ ଘୋଷଣା,ବଢିଲା ପନ୍ନୁର ସମସ୍ୟା….
ହିମନ୍ତଙ୍କୁ କଡ଼ା ଜବାବ ଦେଲେ ଗୌରବ ଗୋଗଇ,ମୁଁ ଭାରତର ‘ର’ ଏଜେଣ୍ଟ୍…..
ବନ୍ଦହେବ ମେଘାଳୟର ଚନ୍ଦ୍ର ମୋହନ ଝା ବିଶ୍ୱବିଦ୍ୟାଳୟ…..