ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ରାଜ୍ୟସଭା ବିଜେପି ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା…..
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର…..
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..