ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ବାରବାଟୀ କ୍ରିକେଟ୍ ମ୍ୟାଚ୍:ଟିକେଟ୍ କଳାବଜାରୀ ଅଭିଯୋଗରେ ୭ ଗିରଫ…..
ସୋନୁ ସୁଦ୍ଙ୍କ ନାଁରେ ଗିରଫ ପରଓ୍ବାନା ଜାରି…..
ଆସନ୍ତାକାଲି ଆସିବ ସୁଭଦ୍ରା ଟଙ୍କା…..