ରିପୋର୍ଟ କାର୍ଡ / ମାଲକାନଗିର
ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।ସୁକ୍ମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୧୬ ମାଓବାଦୀଙ୍କ ଜୀବନ ଯାଇଥିବା ବେଳେ ୨ ଯବାନ ମଧ୍ୟ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଏବେ ବି ଗୁଳି ବିନିମୟ ଜାରି ରହିଥିବା ପ୍ରକାଶ।






More Stories
ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ……
୩ରୁ ପୁରୀରେ ବ୍ରିକ୍ସ ସମ୍ମିଳନୀ…..
ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ…..