ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳ ଜଣଙ୍କର ମୃତ୍ୟୁ ହୋଇଛି | ଏଥିସହିତ ଦିନକ ମଧ୍ୟରେ ୨୫୮ ଜଣ ସୁସ୍ଥ ହୋଇଛନ୍ତି। ୧୮ ବର୍ଷରୁ କମ୍ ବୟସର ୩୯ ଜଣ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୧୦୯ ଏବଂ ସ୍ଥାନୀୟ ସଂକ୍ରମିତ ୭୭ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱର ୧, ବରଗଡ ୧, ଭଦ୍ରକ ୩, କଟକ ୧୮, ଦେବଗଡ ୫ ଓ ଗଜପତିରୁ ୨ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୨, ଝାରସୁଗୁଡା ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୯୪, ମୟୁରଭଞ୍ଜ ୫, ନୟାଗଡ ୨, ପୁରୀ ୨, ରାୟଗଡା ୩, ସମ୍ବଲପୁର ୮, ସୁନ୍ଦରଗଡ ୭ ଓ ଷ୍ଟେଟପୁଲରୁ ୨୩ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ କରୋନାରୁ ଏପର୍ଯ୍ୟନ୍ତ ମୋଟ ୧୦୪୨୭୦୧ ଜଣ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୮୨୧ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା






More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..