ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନବରଙ୍ଗପୁରରେ ଭୋଟ ହେବ । ଆଜି ନବରଙ୍ଗପୁର ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡ଼ଃ କମଳ ଲୋଚନ ମିଶ୍ରଙ୍କ ନିକଟରେ ଦାଖଲ କରିଛନ୍ତି। ଅପରାହ୍ନ ୧୨ଟା ୨୪ ମିନିଟରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ ଭୁଜବଳ। ନାମାଙ୍କନ ଦାଖଲ ପରେ ଭୁଜବଳ କହିଛନ୍ତି ଯେ, ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ ଏବଂ ବିଜୟ ହାସଲ ।






More Stories
୨୦ରୁ ଠିକାଦାରଙ୍କ ଆନ୍ଦୋଳନ…..
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍…..
୩ ରାଜ୍ୟସଭା ଆସନ ଦଖଲ କରିବ ବିଜେପି….