ରିପୋର୍ଟ କାର୍ଡ / ସମ୍ବଲପୁର
ଆଜି ହୀରାକୁଦ ଜଳଭଣ୍ଡାର ୨ଟି ଗେଟ୍ ଖୋଲାଯାଇଛି। ମହାନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି | ହୀରାକୁଦ ଜଳଭଣ୍ଡାରର ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ବରୁ ଗୋଟିଏ ଲେଖାଏଁ ଗେଟ୍ ଖୋଲାଯାଇଥିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ତରଫରୁ ଏହି ସୂଚନା ଦିଆଯାଇଛି।
More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..