ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପାଖାପାଖି ୨ ଲକ୍ଷ କୋଟିର ବଜେଟକୁ ମଞ୍ଜୁରୀ ମିଳିଛି । ଆସନ୍ତା ୩୦ ତାରିଖରେ ବିଧାନସଭାରେ କାମଚଳା ବଜେଟ୍ ଉପସ୍ଥାପନ ହେବ । ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହୋଇଥିବାରୁ ଏହା ଉପରେ ସମସ୍ତଙ୍କର ଫୋକସ୍ ରହିଥିଲା ।






More Stories
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..