ରିପୋର୍ଟ କାର୍ଡ / ମାଲକାନଗିରି
ଝାଡ଼ଖଣ୍ଡରେ ୨ ହାର୍ଡକୋର୍ ମାଓବାଦୀଙ୍କୁ ଏନ୍କାଉଣ୍ଟର୍ କରି ନିହତ କରିଛନ୍ତି। ଲାତେହାରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଏହି ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏହି ମାଓବାଦୀଙ୍କ ନାଁରେ ଥିଲା ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ତେବେ ଆହତ ଅବସ୍ଥାରେ ଆଉ ଜଣେ ମାଓବାଦୀ କାବୁ ହୋଇଛନ୍ତି। ଏମାନଙ୍କ ନିକଟରୁ ଗୋଟିଏ ରାଇଫଲ ଜବତ ହୋଇଥିବାବେଳେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..